IPL 2027: ଚେନ୍ନାଇ ସୁପର କିଙ୍ଗ୍ସକୁ ମିଳିଲେ ନୂଆ କୋଚ୍, ଦାୟିତ୍ୱ ସମ୍ଭାଳିବେ…
ନୂଆଦିଲ୍ଲୀ,୨୬।୧୦: ଆଇପିଏଲ୍ ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଷ୍ଟାଫ୍ରେ ନୂଆ ନିଯୁକ୍ତି ହୋଇଛି । ଇଂଲଣ୍ଡର ପୂର୍ବତନ ବୋଲର ଗାରେଥ୍ ବ୍ୟାଟିଙ୍କୁ ଦଳର ଆସିଷ୍ଟାଣ୍ଟ କୋଚ୍ ଭାବେ ଦାୟିତ୍ୱ ମିଳିଛି । ସେ ମୁଖ୍ୟ କୋଚ୍ ଜାହିର…

