କିଏ ସେହି ବିଗ୍ନେଶ ପୁଥୁର,ଯିଏ ଗୋଟିଏ ବି ଘରୋଇ ମ୍ୟାଚ୍ ନ ଖେଳି ଆଇପିଏଲ୍ରେ ଦେଖାଇଲେ ଜଲଓ୍ବା ଚେନ୍ନାଇ,୨୪।୩: ରୋହିତ ଶର୍ମାଙ୍କ ସ୍ଥାନରେ ଦ୍ୱିତୀୟ ଇନିଂସରେ ଇମ୍ପାକ୍ଟ ପ୍ଲେୟାର ଭାବରେ ଆସିଥିବା ମୁମ୍ବାଇ ଇଣ୍ଡିଆନ୍ସ ଖେଳାଳି ବିଗ୍ନେଶ ପୁଥୁରଙ୍କୁ ଆଇପିଏଲରେ ଡେବ୍ୟୁ କରିବାର ସୁଯୋଗ ମିଳିଥିଲା। ସେ ଏହି ସୁଯୋଗର ସମ୍ପୂର୍ଣ୍ଣ ଫାଇଦା ଉଠାଇଥିଲେ ଏବଂ ତାଙ୍କର IPL...