୫ ଦିନରେ ଏତେ କୋଟି କ୍ଷତି, CJP ଧାରଣା ଶେଷ କରିବାକୁ ମୋଦିଙ୍କୁ ଚିଠି ଲେଖିଲେ… ନୂଆଦିଲ୍ଲୀ,୨୪।୭: ଦିଲ୍ଲୀରେ ଚାଲିଥିବା ବଡ଼ ଧରଣର ପ୍ରତିବାଦ ଏବଂ ପ୍ରଦର୍ଶନ ଯୋଗୁଁ ବାଣିଜ୍ୟ ଏବଂ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପଡ଼ିବା ସମ୍ପର୍କରେ ଚାମ୍ବର ଅଫ୍ ଟ୍ରେଡ୍ ଆଣ୍ଡ୍ ଇଣ୍ଡଷ୍ଟ୍ରି (CTI) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ସିଟିଆଇ ଅଧ୍ୟକ୍ଷ…