ସୋନିଆ ଗାନ୍ଧୀ, ଅଖିଳେଶ ଯାଦବ, ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ବ୍ୟବସାୟୀ, କଲେ ଏମିତି ଅନୁରୋଧ
ନୂଆଦିଲ୍ଲୀ,୩୦।୧୦: ‘ଚାମ୍ବର ଅଫ ଟ୍ରେଡ ଆଣ୍ଡ ଇଣ୍ଡଷ୍ଟ୍ରି’ (CTI) ଶୁକ୍ରବାର ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଏକ ଚିଠି ଲେଖି ନଭେମ୍ବର ୧ରେ ରାମଲୀଳା ମୈଦାନରେ ଆୟୋଜିତ ହେବାକୁ ଥିବା ଦଳର ବିଶାଳ ରାଲିକୁ ସ୍ଥଗିତ ରଖିବାକୁ ଅନୁରୋଧ କରିଛି।…

