ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ
କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ବଡ଼ ଡେଙ୍ଗନେଲି ଗ୍ରାମ ନିକଟସ୍ଥ ଏକ କଲଭର୍ଟର ଗୋଟିଏ ପାର୍ଶ୍ୱ…

