ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୨୨।୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ…