‘ତତ୍କାଳ’ ଏବଂ ‘କରେଣ୍ଟ’ ଟିକେଟ୍ ବୁକିଂ ମଧ୍ୟରେ ଥିବା ତଫାତ କ’ଣ? ଜାଣିଥିଲେ ସହଜ ହେବ ଯାତ୍ରା ନୂଆଦିଲ୍ଲୀ,୨୮।୬: ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଟିକେଟ୍ ବୁକିଂର ଅନେକ ବିକଳ୍ପ ରହିଛି। ଏହା ମଧ୍ୟରେ ତତ୍କାଳ ବୁକିଂ (Tatkal Booking) ଏବଂ କରେଣ୍ଟ ବୁକିଂ (Current Booking) ସବୁଠାରୁ ଅଧିକ ବ୍ୟବହୃତ ବିକଳ୍ପ। ହେଲେ ଅନେକ ସମୟରେ…