ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼: ଠେଲାପେଲାରେ ୨ ଅଚେତ୍
କଟକ,୧୩।୧୧: କଟକ ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ଲୋକଙ୍କ ପ୍ରବଳ ଭିଡ଼ ହୋଇଛି। ଏପରିକି ବଲିଉଡ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମରେ ଠେଲାପେଲା ହୋଇ ୨ଜଣ ଦର୍ଶକ ଅଚେତ୍ ହୋଇଯାଇଥିବା ସୂଚନା ମିଳିଛି। ଆମ୍ବୁଲାନ୍ସ ଯୋଗେ ୨ ଅଚେତଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।…
ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା: ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
କଟକ,୫।୧୧: ଓଡ଼ିଶାର ଗୌରବ ତଥା ଐତିହାସିକ କଟକ ବାଲିଯାତ୍ରା ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ମହାନଦୀ କୂଳରେ ଆୟୋଜିତ ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନିଜେ ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସାଂସଦ ଭର୍ତ୍ତୃହରି ମହତାବ,…
କଟକ ବାଲିଯାତ୍ରାରେ ଧମାକା କରିବ ବଲିଉଡ୍ ନାଇଟ୍, ମୁଖ୍ୟ ଆକର୍ଷଣ ସିଙ୍ଗର
କଟକ,୧୬।୧୦: ଚଳିତ ବର୍ଷ କଟକ ବାଲିଯାତ୍ରାରେ ବଲିଉଡ୍ ନାଇଟ୍ ଦର୍ଶକଙ୍କ ମନୋରଞ୍ଜନରେ ଚାର୍ ଚନ୍ଦ୍ ଲଗାଇବ। ଲୋକପ୍ରିୟ ଗାୟିକା ଶ୍ରେୟା ଘୋଷାଲ, ହର୍ଷଦୀପ କୌର ଏବଂ ଋଷି ସିଂଙ୍କ ସମେତ ଓଲିଉଡ୍ର ୧୪ ଜଣ ନାମୀ ଗାୟକଙ୍କ ସଙ୍ଗୀତମୟ ପ୍ରଦର୍ଶନୀରେ ଦର୍ଶକମାନେ…
କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା:ଏଣିକି କୁମ୍ଭମେଳା ପରି କଳେବର ବୃଦ୍ଧି ହେବ
କଟକ,୭ା୨(କାର୍ତ୍ତିକ ସାହୁ):କଟକ ବାଲିଯାତ୍ରାକୁ କେନ୍ଦ୍ର ସରକାର ଜାତୀୟ ମାନ୍ୟତା ପ୍ରଦାନ କରିଛନ୍ତି। ଏହାକୁ ନେଇ କଟକବାସୀ ବେଶ୍ ଖୁସିବ୍ୟକ୍ତ କରିଛନ୍ତି। ବିଭିନ୍ନ ମହଲରେ ଏହି ମାନ୍ୟତା ପ୍ରାପ୍ତିକୁ ନେଇ ଆନନ୍ଦ ପ୍ରକାଶ ପାଇଛି। ବାଲିଯାତ୍ରା ହେଉଛି ନୌବାଣିଜ୍ୟର ଐତିହ୍ୟ। ଏହାକୁ ସ୍ବୀକୃତି…
କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା
ଭୁବନେଶ୍ୱର, ୬।୨: ଐତିହାସିକ କଟକ ବାଲିଯାତ୍ରାକୁ ମିଳିଛି ଜାତୀୟ ମାନ୍ୟତା। ଦୀର୍ଘ ଦିନ ହେଲା ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଲାଗି ଦାବି କରାଯାଉଥିଲା। ୨୦୨୦ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏଥିପାଇଁ ଚିଠି ଲେଖିଥିଲେ । ପୂର୍ବରୁ…
କଟକ ବାଲିଯାତ୍ରାରେ ଏଥର ବଲିଉଡ୍ ନାଇଟ୍, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍
କଟକ,୧୬ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍ ନାଇଟ୍ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୂଚନା ଦେଇଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ବୁଧବାର ଅନୁଷ୍ଠିତ ବାଲିଯାତ୍ରା କଟକ ଉତ୍ସବ ୨୦୨୪ର ଖବରଦାତା…
Archives


