ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା: ସିପି କଟକ,୧୦ା୧୦: ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ କଡ଼ା ଚେତାବନୀ ଦେଇଛନ୍ତି କଟକ ସିପି ଏସ୍ ଦେବଦତ୍ତ ସିଂ। ସେ କହିଛନ୍ତି, ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ। ଦରଘା ବଜାର ଓ କଦମ ରସୁଲରେ ପୋଲିସ ଫ୍ଲାଗମାର୍ଚ୍ଚ…