ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା…. କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି ହୁତୁହୁତୁ ହୋଇ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ…