କଟକ ମାଛ ମାର୍କେଟ୍ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା କଟକ,୧ା୬: ପ୍ରେସ୍ ଛକ ମାଛ ମାର୍କେଟ୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ତେବେ ଏହି ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି। ପାଖରେ…