କଟକରେ ଲାଲଚାନ୍ଦର ୨ୟ ଶୋ’ରୁମ୍ ଭୁବନେଶ୍ୱର,୨୭।୫(ଅଭୟ ଦାଶ): ଲାଲଚାନ୍ଦ ଜୁଏଲର୍ସର ନୂତନ ତଥା ୨ୟ ଶୋ’ରୁମ ରବିବାର କଟକର ସିଡିଏସ୍ଥିତ ସେକ୍ଟର୬ଠାରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ବଲିଉଡ୍ ଅଭିନେତା ସୁନୀଲ ସେଟ୍ଟୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ...