ବିନା ନୋଟିସରେ ଉଚ୍ଛେଦ ମନା! ବିଏମସି, ସିଏମସି କମିଶନରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ କଟକ,୨୯।୧: ସହରର ସୌନ୍ଦର୍ଯ୍ୟକରଣ ପାଇଁ ରାଜଧାନୀ ଭୁବନେଶ୍ୱର ଏବଂ ସିଲଭର ସିଟି କଟକର ବିଭିନ୍ନ ସ୍ଥାନରେ ଜବରଦଖଲକାରୀଙ୍କୁ ହଟେଇବା ପାଇଁ ଉଚ୍ଛେଦ କରାଯାଉଛି। ଏହାରି ମଧ୍ୟରେ ବୁଧବାର ଓଡ଼ିଶା ହାଇକୋର୍ଟ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ଏବଂ କଟକ ମ୍ୟୁନିସିପାଲ କର୍ପୋରେସନ…