Tag Archives: cuttack news

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଉତ୍ତରକୂଳ ଗ୍ରାମର ସବିତା ଜେନା ନାମ୍ନୀ ଜଣେ ମହିଳା…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି । ସେହିପରି କଲ୍ ଡିଟେଲରୁ ମଧ୍ୟ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ପାଇଛି ପୋଲିସ…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଡିସିପିଙ୍କ ବଡ଼ ବୟାନ, ଯାଞ୍ଚ କରାଯିବ….

କଟକ,୬ା୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ବଡ଼ ପ୍ରତିକ୍ରିୟା ଦେଇଛନ୍ତି । ୨ ଆଇଆଇସି, ଜଣେ ଏସ୍‌ପି, ଅତିରିକ୍ତ ଡିସିପି ଘଟଣାର ତଦନ୍ତ କରୁଛନ୍ତି । ସ୍ୱାମୀଙ୍କ ସହ ୨ ଭଉଣୀଙ୍କ…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ସ୍ଵତନ୍ତ୍ର ଯାଞ୍ଚ ହୋଇଥିଲା। ସ୍ଲିପର୍‌ ବସ୍‌ଗୁଡ଼ିକରେ…

ଓପିଏସସି ପରୀକ୍ଷାରେ ଫିଲ୍ମ ଷ୍ଟାଇଲ୍‌ରେ କପି କରୁଥିଲେ ପରୀକ୍ଷାର୍ଥୀ; ପ୍ୟାଣ୍ଟରେ ଫୋନ, କାନରେ ଇୟରବଡ ଲଗାଇ…

କଟକ,୮ା୬(ପ୍ରଭୁ କଲ୍ୟାଣ ପାଲ୍): ଓପିଏସସି ପରୀକ୍ଷାରେ କପି କରିବାର ନିଆରା ଅନ୍ଦାଜ ।ଓପିଏସ୍‌ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ । ଫିଲ୍ମ ଷ୍ଟାଇଲ୍‌ରେ କପି କରୁଥିବା ବେଳେ ଗିରଫ କରିଛି ପୋଲିସ । ପ୍ୟାଣ୍ଟ ଭିତରେ ଫୋନ ରଖି…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି । ଫଳରେ ମନ୍ଦିରର ଉପର ଭାଗ କିଛି ଅଂଶ ଭାଙ୍ଗି ଯାଇଥିବା ଦେଖିବାକୁ…

କାଠଯୋଡି ନଦୀ ପଠାରେ ପଡିଛି ମହିଳାଙ୍କ ଗଳିତ ମୃତଦେହ, ଅର୍ଦ୍ଧ ଉଲଗ୍ନ….

କଟକ, ୨୬।୫(ପ୍ରଭୁକଲ୍ୟାଣ ପାଲ): ପୁରୀଘାଟ ଥାନା ଅନ୍ତର୍ଗତ କାଠଯୋଡି ନଦୀ ପଠାରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କ ଶରୀର ଅର୍ଦ୍ଧ ଉଲଗ୍ନ ହୋଇ ରହିଥିବା ବେଳେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ନେଇ ଅନୁମାନ…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି ଜୁଡ଼ିସିଆଲ ଏକାଡେମୀ ନିକଟରୁ ହାଇକୋର୍ଟକୁ ସାଇକେଲରେ ଆସିଥିଲେ। ସାମ୍ପ୍ରତିକ ତୈଳ ସଙ୍କଟ ସମୟରେ…

ଯୁବତୀ-ଯୁବକଙ୍କ ଭିତରେ ପଶିଲା ପୋଲିସ, ୩କର୍ମୀଙ୍କୁ ପିଟିପିଟି…

କଟକ,୩୦।୪(ପ୍ରଭୁକଲ୍ୟାଣ ପାଲ୍): କଟକ ଓଏମପି ସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ପୋଲିସ କର୍ମଚାରୀଙ୍କୁ ଅସାମାଜିକ ଯୁବକଙ୍କ ଦ୍ୱାରା ଧାରୁଆ ଅସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରାଯାଇଛି । ଏହି ଆକ୍ରମଣରେ ତିନିଜଣ ପୋଲିସ କର୍ମଚାରୀ ଆହତ ହୋଇଥିବା ବେଳେ ତାଙ୍କୁ ଚିକିତ୍ସା ପାଇଁ…

କଟକରେ ବାଇକ୍‌କୁ ଧକ୍କା ଦେଲା ଆମ ବସ୍, ୨ ଗୁରୁତର ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି

କଟକ,୨୫ା୪(ପ୍ରଭୁକଲ୍ୟାଣ ପାଲ୍): କଟକରେ ଆମ ବସ୍ ଦୁର୍ଘଟଣା । କ୍ୟାଣ୍ଟନମେଣ୍ଟ ରୋଡ୍‌ରେ ବାଇକ୍‌କୁ ଧକ୍କା ଦେଲା ଆମ ବସ୍ । ବସ୍ ଧକ୍କାରେ ସ୍ୱାମୀ ଓ ସ୍ତ୍ରୀ ଗୁରୁତର ହୋଇଥିବା ନେଇ ସୂଚନା ରହିଛି । ସୂଚନା ଅନୁସାରେ, କ୍ୟାଣ୍ଟନମେଣ୍ଟ ରୋଡରେ…

ଭାଜପା ନେତା ଗୋଲକ ମହାପାତ୍ରଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି, ଭିଜିଲାନ୍ସ ମାମଲା ରଦ୍ଦ

କଟକ,୨୬।୨(ପ୍ରଭୁ କଲ୍ୟାଣ ପାଲ): ଭାଜପା ନେତା ଗୋଲକ ପ୍ରସାଦ ମହାପାତ୍ରଙ୍କୁ ଆଶ୍ବସ୍ତି । ହାଇକୋର୍ଟରେ ତାଙ୍କ ବିରୋଧରେ ବିଚାରାଧୀନ କୋଇଲା ବଣ୍ଟନରେ ବ୍ୟାପକ ଅନିୟମିତତା ଅଭିଯୋଗ ସଂପର୍କିତ ଭିଜିଲାନ୍ସ ମାମଲା ରଦ୍ଦ କରାଯାଇଛି । ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର, ଗୋଲକ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ସାଙ୍ଗମାନେ ମିଶି ଭୋଜି କଲା ବେଳେ ସ୍ପଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri