Tag Archives: cuttack

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ ନେବା ପରେ ଡିଜିପି ମିଶ୍ର ପ୍ରତିକ୍ରିୟାରେ ୪ଟି ବିନ୍ଦୁ ଉପରେ ଗୁରୁତ୍ୱ ଦେବାକୁ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା କରାଯିବା ପରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ ସିଧା ନଦୀବାଲିକୁ ଖସିପଡ଼ି ଗୁରୁତର ଆହତ ହୋଇଛନ୍ତି। ତେବେ ପାଣି ପରିବର୍ତ୍ତେ ନଦୀବାଲିରେ…

କଟକରେ ଗ୍ୟାସ ଲିକ୍‌

କଟକ, ୧୯।୧(କାର୍ତ୍ତିକ ସାହୁ): ନିର୍ମାଣ କାମ ପାଇଁ ରାସ୍ତା ଖୋଳା ଯାଉଥିବା ବେଳେ ଗ୍ୟାସ୍‌ ପାଇପ ଲାଇନ ଫାଟିବାରୁ ଆତଙ୍କିତ ହୋଇ ପଡ଼ିଥିଲେ ସିଡିଏ ସେକ୍ଟର-୯ର ଅଞ୍ଚଳବାସୀ। ସୋମବାର ଘଟିଥିଲା ଏହି ଘଟଣା। ତେବେ ଲିକେଜକୁ ଠିକ ସମୟରେ ନିୟନ୍ତ୍ରଣ କରାଯାଇଥିବାରୁ…

କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ କଟକର ଏକ…

ଭୁବନେଶ୍ୱର ସମେତ ରାଜ୍ୟର ୧୬ ସ୍ଥାନରେ ନଦୀ ଜଳ ପ୍ରଦୂଷିତ, ଜାଣନ୍ତୁ

ଭୁବନେଶ୍ୱର,୨।୧୨: ଓଡ଼ିଶାରେ ୧୬ଟି ନଦୀ ସ୍ଥାନ ପ୍ରଦୂଷିତ ହୋଇଥିବା କଥା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ସୂଚନା ଦେଇଛନ୍ତି। ଗୃହରେ ଏକ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଯେ…

ବାଲିଯାତ୍ରା ପାଇଁ କଟକରେ ଗାଡ଼ି ଚଳାଚଳ ଉପରେ କଟକଣା, ଜାଣନ୍ତୁ କେଉଁଠି ପାର୍କିଂ ଗାଡ଼ି ?

ଭୁବନେଶ୍ୱର,୪।୧୧: ଆସନ୍ତା ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ କଟକରେ ହେବାକୁ ଥିବା ଐତିହାସିକ ବାଲିଯାତ୍ରାକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ସହରରେ ଯାନବାହନ ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ସାତ ଦିନିଆ ଏହି ଉତ୍ସବରେ ପ୍ରବଳ ଭିଡ଼…

କଟକରେ ୩୬ ଘଣ୍ଟାଟିଆ କର୍ଫ୍ୟୁ ଲାଗୁ, ଶାନ୍ତି ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

କଟକ,୬।୧୦: କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡ ଓ ତା’ପରେ ରବିବାର ବଜ୍ରକବାଟି ରୋଡ଼ରେ ଶୋଭାଯାତ୍ରା ସମୟରେ ବିକ୍ଷୋଭ ଘଟଣା ପରେ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ…

କଟକରେ ୩୬ ଘଣ୍ଟା କର୍ଫ୍ୟୁ: ଏସବୁ ଅଞ୍ଚଳରେ କଟକଣା

କଟକ,୫ା୧୦: କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡ ଓ ତା’ପରେ ରବିବାର ବଜ୍ରବାଟି ରୋଡ଼ରେ ଶୋଭାଯାତ୍ରା ସମୟରେ ବିକ୍ଷୋଭ ଘଟଣା ପରେ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ…

କଟକରେ ସୋସିଆଲ୍ ମିଡିଆ ଉପରେ କଟକଣା, ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ

କଟକ,୫ା୧୦: କଟକ ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରବିବାର ସଂଧ୍ୟା ୭ଟାରୁ ସୋମବାର ସଂଧ୍ୟା ୭ଟା ପର୍ଯ୍ୟନ୍ତ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଯଥା ହ୍ବାଟ୍ସଆପ୍‌, ଫେସବୁକ୍‌, ଇନଷ୍ଟାଗ୍ରାମ୍‌ ଓ ସ୍ନାପ୍‌ଚାଟ୍‌ ଉପରେ ୨୪ ଘଣ୍ଟିଆ କଟକଣା ଲାଗୁ କରାଯାଇଛି। ଗୃହ ବିଭାଗ…

କଟକରେ ଦୁର୍ଗା ମୂର୍ତ୍ତି ବିସର୍ଜନ ବେଳେ ହିଂସାକାଣ୍ଡ, ବିଶ୍ୱ ହିନ୍ଦୁ ପରିଷଦର ୧୨ ଘଣ୍ଟିଆ ବନ୍ଦ ଡାକରା

କଟକ,୫ା୧୦: ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ଶୁକ୍ରବାର ରାତିରେ କଟକର ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ପୋଲିସ ଓ ଜିଲା ପ୍ରଶାସନର ବିଫଳତା ବିରୋଧରେ ଅକ୍ଟୋବର ୬ (ସୋମବାର) ୧୨ ଘଣ୍ଟିଆ…

ବର୍ଷାରେ ଭାଙ୍ଗିଲା ଲାଇଟ୍‌ ଗେଟ୍‌: ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ପୂର୍ବରୁ …

କଟକ,୧।୧୦(ଶିଳ୍ପା ପ୍ରିୟଦର୍ଶିନୀ): ବର୍ଷା ଯୋଗୁ କଟକରେ ଭାଙ୍ଗିଲା ତୋରଣ। କଲେଜ ଛକ ପୂଜା କମିଟିର ଲାଇଟ ଗେଟ ଓ ରାଜବଗିଚା ସର୍ବୋଦୟପୁର ପୂଜା କମିଟି ଛାତର ପାରାପିଟ୍ସ ଭାଙ୍ଗି ଯାଇଛି। ଘଟଣାସ୍ଥଳରେ ଯାନବାହାନ ଯାତାୟାତ ଠପ ହୋଇଥିବା ସୂଚନା ମିଳିଛି। ମିଳିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?