ବାରବାଟୀରେ ହେବ ଜୋର୍ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍ ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ ମଧ୍ୟରେ ଜୋର୍ଦାର ଲଢ଼େଇ ହେବ। ଏନେଇ ଉଭୟ ଟିମ୍ ଆଜି ଭୁବନେଶ୍ୱରରେ ଆସି...