କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ କାଟିଲା…