ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସି ଭି ଆସନ୍ଦ ବୋଷଙ୍କ ଇସ୍ତଫା, ମମତା କହିଲେ… କୋଲକାତା,୫।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ ଦେଖିବାକୁ ମିଳିଛି। ପଶ୍ଚିମବଙ୍ଗ ରାଜ୍ୟପାଳ ସି ଭି ଆନନ୍ଦ ବୋଷ ଗୁରୁବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଦିଲ୍ଲୀ ଗସ୍ତରେ ଥିବା ସମୟରେ ସେ ନିଜର ଇସ୍ତଫା…