ଅପରେଶନ ସାଇବର କବଚ: ୪.୫ କୋଟି ଠକେଇ, ବନ୍ଧା ହେଲେ ୩ ଅଭିଯୁକ୍ତ
ଭଞ୍ଜନଗର,୨ା୩(ବାବୁଲା ପ୍ରଧାନ): ଅପରେଶନ ସାଇବର କବଚ ଗଞ୍ଜାମ ପୋଲିସକୁ ବଡ଼ ସଫଳତା ଆଣିଦେଇଛି। କୋଟି କୋଟି ଟଙ୍କାର ବେନିୟମ କାରବାର ଅଭିଯୋଗରେ ଗୋଟିଏ ପରେ ଗୋଟିଏ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରୁଛି। ଏହିଭଳି ସୋମବାର ଗଞ୍ଜାମ ଏସ୍ପିଙ୍କ ନିର୍ଦ୍ଦେଶ କ୍ରମେ ଭଞ୍ଜନଗର ଥାନା…
ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ
ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍ ଜୋରଦାର୍ କରିଛି। ଗତ ୭ଦିନ ମଧ୍ୟରେ ପୋଲିସ ଏଭଳି ପ୍ରାୟ ୧୫କୋଟି ଟଙ୍କାର ସାଇବର…
ଅସଲି ଟ୍ରେଡିଂ କମ୍ପାନୀର ଫେକ୍ ଆପ୍, ହ୍ବାଟ୍ସଆପ୍ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…
ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ ଦେବଗଡ ଜିଲା ରିଆମାଳ ଥାନା ଅଂଚଳର ୩ ଜଣ ସାଇବର ଠକ ଗୁରୁବାର…
ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…
ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର ରାତି ଅଧିଆ ଚଢାଉ କରି ସାଇବର ଠକେଇ ଅଭିଯୋଗରେ ତିନି ଜଣଙ୍କୁ ଉଠାଇ ନେଇଥିବା…
ମୋବାଇଲ ପାଇଁ ବଢୁଛି ସାଇବର ଠକେଇ, ଅପରାଧୀମାନେ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ୍ କରି…
ଗଞ୍ଜାମ,୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା ଶିବିର ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମଠାରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ଏସ୍ଡିପିଓ ଚନ୍ଦନ ଘଡ଼ାଇ ସଭାପତିତ୍ୱ କରିଥିଲେ। ଥାନା ଆଇଆଇସି ସୁମିତ୍ରା ପାତ୍ର ସଂଯୋଜନା ଓ…
ସମାଜରେ ବଡ଼ ବିପଦ ସୃଷ୍ଟି କରିଛି ସାଇବର ଠକେଇ, ଏଥିରୁ ରକ୍ଷା ପାଇବା ପାଇଁ…
ଜି.ଉଦୟଗିରି,୨୯/୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଅତ୍ୟାଧୁନିକ ଯୁଗରେ ସମାଜ ପାଇଁ ସାଇବର ଠକେଇ ନାମରେ ଏକ ବଡ଼ ବିପଦ ସୃଷ୍ଟି ହୋଇଛି ଯାହା ଦ୍ୱାରା ସାଧାରଣ ଜନତାଙ୍କ ଧନ, ଜୀବନ ଓ ସମ୍ମାନ ହାନି ହେଉଛି। ବିଭିନ୍ନ ଉପାୟରେ ସାଇବର ଠକମାନେ…
୧୦୦୦ ଟଙ୍କା ପାଇଁ ୫୧ ଲକ୍ଷ ଟଙ୍କା ହରାଇଲେ ମହିଳା: ଜାଣନ୍ତୁ କେମିତି
ନୂଆଦିଲ୍ଲୀ,୧୩।୩: ଆଜିକାଲି ସୋସିଆଲ ମିଡିଆ ଯୁଗରେ ସବୁକିଛି ଅନଲାଇନରେ ଘଟୁଛି। ପୋଷାକ କିଣିବା ଠାରୁ ଆରମ୍ଭ କରି ବାହାରକୁ ଯିବା ପାଇଁ କ୍ୟାବ ବୁକ କରିବା ପର୍ଯ୍ୟନ୍ତ, ସମସ୍ତ କାମ ଅନଲାଇନରେ କରାଯାଉଛି। ପୂର୍ବରୁ ଘରର ବଡ଼ମାନେ ଛୋଟ ପିଲାମାନଙ୍କୁ ଟଙ୍କା…
ପୁଞ୍ଜିନିବେଶ ନାଁରେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ
କଟକ,୨୬।୧୧: ପୁଞ୍ଜିନିବେଶ ନାଁରେ ଜଣେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ କରିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ହେଉଛନ୍ତି ଛତିଶଗଡ, ରାୟପୁରର ଅଶ୍ୱିନୀ ପାଲ (୪୧ ବର୍ଷ)। ଅଭିଯୁକ୍ତଙ୍କ ବିରୋଧରେ…
ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ
ଭଦ୍ରକ,୧ା୭(ସନାତନ ରାଉତ): ଠକେଇ ଅଭିଯୋଗରେ ମୁମ୍ବାଇ ସାଇବର ପୋଲିସ ରବିବାର ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କରି ଏସ୍ଡିଜେଏମ୍ କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚରମ୍ପା ଏରେଇଁର ପ୍ରମୋଦ କୁମାର ରବୀନ୍ଦ୍ର ବେହେରା(୨୬), କୁଅଁାସର ରାକେଶ କୁମାର ହରିରାମ…
Archives


