ସାଇବର ଠକେଇର ପର୍ଦ୍ଦାଫାଶ, ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ ବୁଗୁଡ଼ା,୨୨ା୨(କାଳୀଚରଣ ଦାଶ): ସମ୍ପ୍ରତି ବିଭିନ୍ନ ମାଧ୍ୟମରେ ସଚେତନତା ସତ୍ତ୍ବେ ଲୋକେ ସାଇବର ଠକେଇର ଶିକାର ହୋଇଆସୁଥିବା ବେଳେ ଓଡ଼ିଶା ପୋଲିସର ସାଇବର କବଚ ସ୍ବତନ୍ତ୍ର ଅଭିଯାନ ପରିପ୍ରେକ୍ଷୀରେ ବୁଗୁଡ଼ା ଥାନା ପୋଲିସ ଏବେ ଏକ ସାଇବର ଠକେଇ ନେଟ୍ଓ୍ବର୍କର ପର୍ଦ୍ଦାଫାଶ କରି…