ବାତ୍ୟା ‘ଦାନା’ ପ୍ରଭାବ, ଏସବୁ ଜିଲାରେ ମଦ ଦୋକାନ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି ଭୁବନେଶ୍ୱର,୨୩।୧୦: ବାତ୍ୟା ପ୍ରଭାବିତ ଜିଲାରେ ମଦ ଦୋକାନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ସୂଚନା ଦେଇଛନ୍ତି ଯେ, ପ୍ରଭାବିତ ହେବାକୁ ଥିବା ଜିଲାରେ ମଦ...