‘ଅକ୍ୱାନ’ ଭୟ: ଓଡ଼ିଶାରେ ୧୮ରୁ ବର୍ଷା, ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୧୩ା୧୧ (ବନ୍ଦନା ସେଠୀ)- ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଶନିବାର ସୁଦ୍ଧା ଆହୁରି ସ୍ପଷ୍ଟ ଚିହ୍ନିତ ହେବା ସମ୍ଭାବନା ରହିଛି। ସେହିପରି ୧୫ ତାରିଖ ସକାଳ ସୁଦ୍ଧା ଲଘୁଚାପ ଅବପାତରେ…

