ମେରୁଦଣ୍ଡ ଭାଙ୍ଗିଲା ‘ଅର୍ଣ୍ଣବ’: ଜକର ପଞ୍ଚାୟତରେ ଉଜୁଡ଼ିଗଲା ଚାଷଜମି, ବାସହରା ପରିବାର, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ସିଦ୍ଧାନ୍ତ
ଦିଗପହଣ୍ଡି,୩୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଞ୍ଚଳରେ ବାତ୍ୟା ‘ଅର୍ଣ୍ଣବ’ ଜନିତ ଲଗାଣ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଶୁକ୍ରବାର ଅପରାହ୍ନରେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ପ୍ରଭାବିତ ଗ୍ରାମକୁ ଗସ୍ତ…

