ଅଧରାତିରେ କେମିତି ଜଳବନ୍ଦୀଙ୍କୁ ଉଦ୍ଧାର କଲେ, ଖବରଦାତା ସମ୍ମିଳନୀରେ କହିଲେ ପୂରା ଘଟଣା…
ଭଦ୍ରକ,୨୭ା୧୦: ବାତ୍ୟା ଦାନା ଟଳି ଯିବା ପରେ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଲା। ଦୁଇ ଦିନ ପରେ ଏବେବି ପାଣିଘେରରେ ରହିଛନ୍ତି ଅନେକ ଲୋକ। ରେବ, କପାଳି ଓ ଶାଳନ୍ଦୀ ନଦୀରେ ଜଳ ସ୍ତର…
ଚଢ଼ା ଦରରେ ସାମଗ୍ରୀ ବିକୁଥିଲେ ହେବ କାର୍ଯ୍ୟାନୁଷ୍ଠାନ: ଜାରି ହେଲା ଟେଲିଫୋନ ନମ୍ବର
ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବଜାରରେ ପ୍ରଚୁର ପରିମାଣର ସାମଗ୍ରୀ ମହଜୁଦ ଥିବା ଏବଂ ସମସ୍ତ ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତି ଥିବା…
ଅବପାତ ରୂପ ନେଲା ଲଘୁଚାପ: ପାରାଦ୍ୱୀପ ଠାରୁ ଏତିକି କିଲୋମିଟର ଦୂରରେ ରହିଲା
ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆସନ୍ତାକାଲି ୨୩…

