Tag Archives: Cyclone ‘Dana’

ବାତ୍ୟା ‘ଦାନା’ ପ୍ରଭାବ, ଏସବୁ ଜିଲାରେ ମଦ ଦୋକାନ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି

ଭୁବନେଶ୍ୱର,୨୩।୧୦: ବାତ୍ୟା ପ୍ରଭାବିତ ଜିଲାରେ ମଦ ଦୋକାନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ସୂଚନା ଦେଇଛନ୍ତି ଯେ, ପ୍ରଭାବିତ ହେବାକୁ ଥିବା ଜିଲାରେ ମଦ ଦୋକାନ…

‘ଦାନା’ ଯୋଗୁ ରାଜ୍ୟର ୪ଟି ଜିଲା ଅଧିକ ପ୍ରଭାବିତ ହେବା ଆଶଙ୍କା

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସନ୍ଧ୍ୟା ପରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,…

କେନ୍ଦ୍ରାପଡ଼ା-ଧାମରାକୁ ବଢ଼ିଲା ବିପଦ; ସତର୍କ ରୁହନ୍ତୁ ପୁରୀବାସୀ!, ବିପଦ ସଙ୍କେତ ଜାରି…

ଭୁବନେଶ୍ୱର,୨୩।୧୦: ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି।…

ଆସୁଛି ବାତ୍ୟା, ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ତୋରଣ ଖୋଲିବାକୁ ନିର୍ଦ୍ଦେଶ

କେନ୍ଦ୍ରାପଡ଼ା,୨୨ା୧୦: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାର ପ୍ରସ୍ତୁତି ଜୋରଦାର ଚଳାଇଛନ୍ତି। ବାତ୍ୟା ସମୟରେ ହେବାକୁ ଥିବା ଦ୍ରୁତ ପବନକୁ ନଜରରେ ରଖି ଢେଙ୍କାନାଳ ଏବଂ କେନ୍ଦ୍ରାପଡା ଲକ୍ଷ୍ମୀପୂଜା କମିଟି ମାନଙ୍କୁ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ତୋରଣମାନ ଖୋଲିବାକୁ କୁହାଯାଇଛି। ସେହିପରି…

ଅବପାତ ରୂପ ନେଲା ଲଘୁଚାପ: ପାରାଦ୍ୱୀପ ଠାରୁ ଏତିକି କିଲୋମିଟର ଦୂରରେ ରହିଲା

ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆସନ୍ତାକାଲି ୨୩…

ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା…

ଆସୁଛି ବାତ୍ୟା ‘ଦାନା’, ଜାଣନ୍ତୁ କେଉଁ ଜିଲାରେ କେତେ ବେଗରେ ହେବ ପବନ

ଭୁବନେଶ୍ୱର,୨୧।୧୦: ବାତ୍ୟା ‘ଦାନା’ ବଙ୍ଗୋପସାଗରରେ ଶକ୍ତି ଜୁଟାଉଥିବା ବେଳେ ଏହା ଓଡ଼ିଶାର ଭଦ୍ରକ ଏବଂ ବାଲେଶ୍ୱର ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାରି ମଧ୍ୟରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ କେଉଁ ଜିଲାରେ…

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ଼ ସୂଚନା: ‘ଭୀଷଣ ବାତ୍ୟା’ର ରୂପ ନେବ ‘ଦାନା’, ଏହି ୨ ଜିଲାରେ ଆସିବ ଜୁଆର

ଭୁବନେଶ୍ୱର,୨୧।୧୦: ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ବଡ଼ ସୂଚନା ଦେଇଛନ୍ତି। ଆଇଏମ୍‌ଡି ଡିଜି କହିଛନ୍ତି, ଆସନ୍ତାକାଲି ସକାଳେ ଅବପାତ ଏବଂ ୨୩ରେ ବାତ୍ୟା ରୂପ ନେବା ସମ୍ଭାବନା ରହିଛି। ୨୪ ରାତିରୁ ୨୫ ସକାଳ ମଧ୍ୟରେ ଉପକୂଳ ଛୁଇଁପାରେ…

ବଡ଼ ଅପଡେଟ୍‌, ଏହି ସବୁ ଜିଲାକୁ ଅଧିକ ପ୍ରଭାବିତ କରିବ ବାତ୍ୟା ‘ଦାନା’!

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ହିଟ୍‌ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ…

ସମ୍ଭାବ୍ୟ ବାତାକୁ ନେଇ ରାଜସ୍ବ ମନ୍ତ୍ରୀ ଦେଲେ ବଡ଼ ସୂଚନା, ପୂରା ୩୦ ଜିଲାରେ…

ଭୁବନେଶ୍ୱର,୨୧ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ମୁକାବିଲା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସରକାର ପୂରା ପ୍ରସ୍ତୁତ। କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲା ନୁହେଁ, ପୂରା ୩୦ ଜିଲାରେ ପ୍ରସ୍ତୁତି ଜାରି ରହିବ। ୩୦…

ଆସିଲା ବାତ୍ୟା ‘ଦାନା’ର ସମ୍ଭାବ୍ୟ ଗତିପଥ; ଭୀଷଣ ବାତ୍ୟା ହୋଇ ବୁଧବାର ଛୁଇଁବ ସ୍ଥଳଭାଗ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି ଅନୁଯାୟୀ, ସୋମବାର ଏହା ଲଘୁଚାପରେ ପରିଣତ ହୋଇଛି। କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ…

ଶକ୍ତିଶାଳୀ ହେଉଛି ବାତ୍ୟା ‘ଦାନା’, ଏହି ତିନି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧ା୧୦: ଆଣ୍ଡାମାନ୍‌ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ସକାଳ ସମୟରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛିl ଏହା ମଙ୍ଗଳବାର ସକାଳ ସୁଦ୍ଧା ଏକ ଅବପାତ ଏବଂ ବୁଧବାର ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?