Tag Archives: Cyclone MICHAUNG

ସ୍ଥଳଭାଗ ଛୁଇଁଲା ବାତ୍ୟା ‘ମିଗଜୋମ’: ୯୦ରୁ ୧୧୦ କି.ମି. ମଧ୍ୟରେ ବୋହୁଛି ପବନ

ହାଇଦ୍ରାବାଦ୍‌,୫।୧୨: ବାତ୍ୟା ‘ମିଗଜୋମ’ ଭୀଷଣ ରୂପ ନେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମରେ ସ୍ଥଳଭାଗ ଛୁଇଁଛି। ସ୍ଥଳଭାଗ ଛୁଇଁବା ପରେ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୧୦ କି.ମି. ମଧ୍ୟରେ ରହିଛି। ଆଜି ମଧ୍ୟରାତ୍ର ବେଳକୁ...

ମିଗ୍‌ଜୋମ ତାଣ୍ଡବ: ୫ ମୃତ, ଅନେକ ଉଡ଼ାଣ ରଦ୍ଦ

ଚେନ୍ନାଇ,୫।୧୨: ଦେଶର ଦକ୍ଷିଣ ରାଜ୍ୟରେ ବାତ୍ୟା ମିଗ୍‌ଜୋମ ତାଣ୍ଡବ ରଚିଛି। ଚେନ୍ନାଇରେ ପ୍ରବଳ ବର୍ଷା ଓ ପ୍ରବଳ ପବନ ସହିତ ଘଟଣାରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ରନୱେରେ ପାଣି ଲଗାଯିବା କାରଣରୁ ବିମାନବନ୍ଦରରେ ବିମାନ ଚଳାଚଳ...

ଆନ୍ଧ୍ର ମୁହାଁ ବାତ୍ୟା ମିଗଜୋମ, ପ୍ରବଳ ବର୍ଷାରେ ବୁଡ଼ିଲା ତାମିଲନାଡୁ

ଚେନ୍ନାଇ,୪ା୧୨: ବାତ୍ୟା ମିଗଜୋମ ଯୋଗୁଁ ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ପୁଡୁଚେରୀରେ ବର୍ତ୍ତମାନ ପ୍ରବଳ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ହେତୁ ଚେନ୍ନାଇ ସହର ଏବଂ ବିମାନବନ୍ଦରର ରନୱେ ଜଳମଗ୍ନ ହୋଇଯାଇଛି। ବର୍ଷାରେ ସୃଷ୍ଟି ହୋଇଥିବା ବନ୍ୟା ଏତେ ଶକ୍ତିଶାଳୀ...

୫ ଡିସେମ୍ବରରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମିଗଜୋମ’, ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୩।୧୨: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ତୀବ୍ର ଅବପାତ ରବିବାର ବାତ୍ୟାରେ ପରିଣତ ହୋଇଛି । ସୋମବାର ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନିଲୋର ଓ ମଚ୍ଛଲୀପଟ୍ଟନମ୍‌‌ ଦେଇ ୫ ଡିସେମ୍ବର ଅପରାହ୍ଣ ସୁଦ୍ଧା ସ୍ଥଳଭାଗ ଛୁଇଁବ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri