ବାତ୍ୟା ‘ଅକ୍ୱାନ’ ପାଇଁ ସଜାଗ ଗଞ୍ଜାମ ଏନ୍ଏସି: ଥଇଥାନ ବ୍ୟକ୍ତିଙ୍କୁ କମ୍ବଳ ବାଣ୍ଟିଲେ ଇଓ, ୧୦୨ ଜଣଙ୍କୁ ଦିଆଯାଉଛି ରନ୍ଧା ଖାଦ୍ୟ
ଗଞ୍ଜାମ, ୧୯।୧୧ (ବିଦ୍ୟାଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ ବେଳକୁ ବେଳ ଉଗ୍ର ରୂପ ଧାରଣ କରୁଥିବା ବେଳେ ଆସନ୍ତାକାଲି ପୂର୍ବାହ୍ନରେ ଏହା ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ବାତ୍ୟାର ପ୍ରଭାବରେ ସକାଳୁ ଅଞ୍ଚଳରେ ବର୍ଷା…

