ଭୁବନେଶ୍ୱର,୨୬।୧୧: ସୃଷ୍ଟି ହେଲା ବାତ୍ୟା ସେନ୍ୟାର। ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଉତ୍ତର ପୂର୍ବରେ ବାତ୍ୟା ସେନ୍ୟାର ସୃଷ୍ଟି ହୋଇଛି । ଆଜି ଇଣ୍ଡୋନେସିଆ ଉପକୂଳକୁ ପୂର୍ବାହ୍ନରେ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହି ବାତ୍ୟା ଇଣ୍ଡୋନେସିଆର କୁତ୍ ମକମୁର ଠାରୁ…
ଭୁବନେଶ୍ୱର,୨୫ା୧୧: ଇତିମଧ୍ୟରେ ଅବପାତର ରୂପ ନେଇସାରିଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ। ଏହା ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ। ତେବେ ଆଣ୍ଡାମାନ ଉପରେ ଥିବା ଅବପାତ ୨୪ ଘଣ୍ଟାରେ ବାତ୍ୟାରେ ପରିଣତ…
ଭୁବନେଶ୍ୱର,୨୪ା୧୧: ମାଲାକ୍କା ପ୍ରଣାଳୀ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାର ଅଧିକ ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD)ର ଆଞ୍ଚଳିକ କେନ୍ଦ୍ର…
Archives
Model This Week
ପିଲାଙ୍କ ଧରିତ୍ରୀ