ଓଡ଼ିଶାରେ ମାଡ଼ ହେବ କି ବାତ୍ୟା? ଡରାଇଲା ଆକଳନ, ମାସ ଶେଷରେ… ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୫: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆରବ ସାଗରରେ ଏକ ନିମ୍ନ ଚାପ କ୍ଷେତ୍ର ତୀବ୍ରତର ହୋଇ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଥିବା ସୂଚନା ଦେଇଛି। ଏହି ଝଡ଼ ମୁମ୍ବାଇ ଓ କୋଙ୍କଣ ଅଞ୍ଚଳରେ ପ୍ରଭାବ ପକାଇବାର ଆଶଙ୍କା...