୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବେ ରାଜ୍ୟ ସରକାର: ରାଜସ୍ବ ମନ୍ତ୍ରୀ ଭୁବନେଶ୍ୱର,୨୧ା୮: ରାଜ୍ୟରେ ପ୍ରାୟ ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି। ଦିଲ୍ଲୀ ଗସ୍ତ ବେଳେ ସେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଭେଟି ଏହି ଦାବି ଉଠାଇଛନ୍ତି। ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ,…