Tag Archives: cyclone

ସୃଷ୍ଟି ହେଲା ଅବପାତ: IMD ଡିଜି କହିଲେ ଆଜି ରାତି ସୁଦ୍ଧା ଗଭୀର ଅବପାତ, ଆସନ୍ତାକାଲି ବାତ୍ୟା, ପବନର ବେଗ ରହିବ…

ଭୁବନେଶ୍ୱର,୩୧ା୧୦: ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ କ୍ଷୟକ୍ଷତି ହୋଇଥିବାବେଳେ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଆଉ ଏକ ଅବପାତ। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜି ରାତି ସୁଦ୍ଧା ଗଭୀର ଅବପାତରେ…

ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା: ୨୮ରେ ଛୁଇଁବ ସ୍ଥଳଭାଗ, ଆନ୍ଧ୍ର ଦେଇ ଓଡ଼ିଶା ମୁହାଁଇବା ଆଶଙ୍କା

ଭୁବନେଶ୍ୱର, ୨୬ା୧୦ (ବନ୍ଦନା ସେଠୀ): ସମ୍ଭାବ୍ୟ ବାତ୍ୟାର ଗତିପଥକୁ ନେଇ ରାଜ୍ୟବାସୀଙ୍କ ମନରେ ପୁଣି ଛନକା ପଶିଛି। ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳରେ ମାଡ଼ ହେବା ପରେ ଓଡ଼ିଶା ଆଡ଼କୁ ମୁହାଁଇବା ସମ୍ଭାବନା ଥିବାରୁ ଚିନ୍ତା ବଢ଼ିଛି। ତେଣୁ ବାତ୍ୟା ଓ ବର୍ଷାଜନିତ…

ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରଙ୍କ ତତ୍ପରତା: ୨ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୮ ମନ୍ତ୍ରୀଙ୍କୁ ଜିଲା ଦାୟିତ୍ୱ

ଭୁବନେଶ୍ୱର,୨୬ା୧୦ (ରବିନାରାୟଣ ଜେନା): ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ରାଜ୍ୟର ବାତ୍ୟା ସମ୍ଭାବ୍ୟ ୮ ଜିଲା ପାଇଁ ୨ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୮…

ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ ଭାବେ ଲଙ୍ଗର ପକାଇଛନ୍ତି। ସମୁଦ୍ର ଅଶାନ୍ତ ହେବା ସହ ମାଛଧରା ପାଇଁ ସମୁଦ୍ର…

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗଞ୍ଜାମ ପ୍ରଶାସନର ପ୍ରସ୍ତୁତି: ଅଧିକାରୀଙ୍କ ଛୁଟି ବାତିଲ, ୨୯ ତାରିଖ ପର୍ଯ୍ୟନ୍ତ…

ଛତ୍ରପୁର,୨୪ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ଓସଓ୍ବାନ ହଲ୍‌ରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ…

୨୭ ସନ୍ଧ୍ୟାରୁ ଓଡ଼ିଶାରେ ପ୍ରବଳ ବର୍ଷା: ସତର୍କ କରାଇ ପାଣିପାଗ ବିଭାଗ କହିଲା ୨୮ ତାରିଖ ସକାଳେ…

ଭୁବନେଶ୍ୱର,୨୪ା୧୦: ରାଜ୍ୟବାସୀଙ୍କ ପାଇଁ ବଢ଼ିଲା ଚିନ୍ତା। ଓଡ଼ିଶା ଉପରେ ପୁଣି ବାତ୍ୟା ଓ ପ୍ରବଳ ବର୍ଷାର ଆଶଙ୍କା। ଆସନ୍ତା ୨୭ ତାରିଖ ସନ୍ଧ୍ୟାରୁ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ପ୍ରକୋପ ଆରମ୍ଭ ହୋଇଯିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ…

ବାତ୍ୟା ଆଶଙ୍କାରେ ଉପକୂଳବାସୀ, ଜରୁରୀ ବୈଠକ ଡାକି ଆଲର୍ଟ କଲା ଜିଲା ପ୍ରଶାସନ

ମହାକାଳପଡ଼ା,୨୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୯୯୯ ମହାବାତ୍ୟା କରାଳ ଦୃଶ୍ୟ ଏବେବି ଉପକୂଳ ଅଞ୍ଚଳ ଲୋକଙ୍କର ମନେ ପଡ଼ିଯାଏ। ବିଶେଷକରି ପୂର୍ବ ଉପକୂଳ ଜଗତସିଂହପୁର ଏରସମାରେ ବାତ୍ୟା ସିଧା ସଳଖ ମାଡ଼ ହୋଇଥିଲା। ଏହାର ପ୍ରଭାବରେ ପଡ଼ୋଶୀ ଜିଲା କେନ୍ଦ୍ରାପଡ଼ା ବି ବର୍ତ୍ତି…

ମାଡ଼ି ଆସୁଛି ବାତ୍ୟା, ପଶ୍ଚିମବଙ୍ଗ ସହ ଓଡ଼ିଶାକୁ ସତର୍କ କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨୩।୧୦: ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି କି ବଙ୍ଗୋପସାଗରରେ ଅକ୍ଟୋବର ୨୬ ସୁଦ୍ଧା ଏକ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିବା ସହ ଏନେଇ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ ବ୍ଲକ ଅଧୀନ ଜମ୍ବୁ ପଞ୍ଚାୟତ ଭାଟେଣିସ୍ଥିତ ନରେନ୍ଦ୍ର ନାଥ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ…

ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି । ସେହିପରି ପୁରୀରୁ ପ୍ରାୟ ୨୭୦ କିଲୋମିଟର ଦକ୍ଷିଣ-ପୂର୍ବରେ ରହିଛି ଅବପାତ । କଳିଙ୍ଗପାଟନମରୁ…

ଝଡ଼ବାତ୍ୟାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ, ୧୯୯୯ ମହାବାତ୍ୟାରେ…

ମହାକାଳପଡ଼ା,୧୭ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ଉପକୂଳ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଭାବେ ଜଣାଶୁଣା। ଏହି ଉପକୂଳବର୍ତ୍ତୀ ନଦୀ ସମୁଦ୍ର ଧାରେ ଧାରେ ପ୍ରାକୃତିକ ପରିବେଷ୍ଟିତ ଶୋଭା ବର୍ଦ୍ଧନ କରୁଛି ଲୁଣା ହେନ୍ତାଳ ଘଞ୍ଚ ଜଙ୍ଗଲ। ଏଥିରେ ବିଭିନ୍ନ…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ ଆସନ୍ତା ୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?