Tag Archives: cyclone

ଜରୁରୀ ଖବର: ବାତ୍ୟା ରୂପ ନେଉଛି ଲଘୁଚାପ, ଏସବୁ ଜିଲା ପ୍ରଭାବିତ ହେବା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ବାତ୍ୟାର ଆଶଙ୍କା ସୃଷ୍ଟି ହୋଇଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ଏବଂ...

୨୩ରେ ଅବପାତ ରୂପ ନେବ ଘୂର୍ଣ୍ଣିବଳୟ: ପ୍ରବଳ ବର୍ଷା ପବନ ସହ ବଜ୍ରପାତ, ଏସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦ା୧୦: ଆସୁଛି ଲଘୁଚାପ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ୨୩ ତାରିଖରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ପୂର୍ବାନୁମାନ କରିଛି ପାଣିପାଗ...

ଆସୁଛି ଭୟଙ୍କର ବାତ୍ୟା: ଦୋହରାଇବ ୧୯୯୯ ମହାବାତ୍ୟାର ଇତିହାସ!

ଭୁବନେଶ୍ୱର,୧୮ା୧୦: ଆମେରିକାର ଜିଏଫ୍‌ଏସ୍‌ ମଡେଲ ବର୍ତ୍ତମାନ ଏମିତି ଏକ ଆକଳନ କରିଛି, ଯେଉଁଥିରେ ବଙ୍ଗୋପସାଗରରେ ଦୁଇଟି ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଏହା ୧୯୯୯ ମସିହା ମହାବାତ୍ୟାର ଇତିହାସକୁ ଦୋହରାଇବ ବୋଲି ଆକଳନ କରାଯାଉଛି। ପାଣିପାଗ ବିଭାଗର...

ରାଜ୍ୟରେ ବର୍ଷାପବନକୁ ନେଇ IMDଙ୍କ ବଡ଼ ସୂଚନା, କହିଲେ ଆସନ୍ତା ୨୦ ତାରିଖରେ ହେବ…

ଭୁବନେଶ୍ୱର,୧୪ା୯: ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମ୍‌ଡି ଡ.ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ...

ପାଣିପାଗ ବିଭାଗର ବଡ଼ ସୂଚନା, ମେ’ ୨୩ରୁ ୨୮ ମଧ୍ୟରେ…

ଭୁବନେଶ୍ୱର,୧୪ା୫: ଓଡ଼ିଶାକୁ ବାତ୍ୟା ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଥିବାବେଳେ ବୁଧବାର ଏକ ବଡ଼ ସୂଚନା ଦେଇଛି ପାଣିପାଗ ବିଭାଗ। କେନ୍ଦ୍ର ପାଣିପାଗ ବିଭାଗ ସୂତ୍ରରୁ ପକ୍ଷରୁ ପ୍ରକାଶ ଯେ, ମେ’ ୨୩ରୁ ୨୮ ମଧ୍ୟରେ ଓଡ଼ିଶାକୁ ବାତ୍ୟା ହେବ ନାହିଁ।...

ଦାନା ବାନ୍ଧୁଛି ଆଉ ଏକ ବାତ୍ୟା: ୨୭ରୁ ଦକ୍ଷିଣ ଓଡ଼ିଶାରେ ବର୍ଷା…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ତାମିଲନାଡୁ ଉପକୂଳରେ ଦାନା ବାନ୍ଧୁଛି ଏକ ବାତ୍ୟା । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୫ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି...

ଦୂର ସାଗରର ଝଡ଼

ଜଳର ବଳ: ବାୟୁରେ ଅସଂଖ୍ୟ ଜଳୀୟବାଷ୍ପ କଣିକା ଅଦୃଶ୍ୟ ରୂପେ ଥାଏ। ଶୀତଳବାୟୁର ଜଳୀୟବାଷ୍ପ ଧାରଣ କ୍ଷମତା ସୀମିତ ଥିଲାବେଳେ ଖରାଦିନର ଗରମ ବାୟୁ ଯଥେଷ୍ଟ ଜଳୀୟବାଷ୍ପ ଧାରଣ କରିପାରେ। ପୃଥିବୀର ପାଣିପାଗ ଅନେକାଂଶରେ ବାୟୁରେ ଥିବା ଏହି ଅଦୃଶ୍ୟ...

ତିହିଡ଼ି ବ୍ଲକରେ ସ୍ଥାନାନ୍ତର ହୋଇଛନ୍ତି ୧୦ ହଜାର ବାତ୍ୟା ବିପନ୍ନ

ତିହିଡ଼ି,୨୫ା୧୦(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଥିବା ଜଣାଯାଇଛି। ତିହିଡି ବ୍ଲକର ସନ୍ଥପୁରା, କମାରିଆ ଇତ୍ୟାଦି ସ୍ଥାନରେ ଏ ପ୍ରକାର ପରିସ୍ଥିତି ଉପୁଜିଛି। ଗୁରୁବାର ରାତିରେ ବାତ୍ୟା ଦାନାର ପ୍ରକୋପରେ ବିଭିନ୍ନ...

କନ୍ଦାଇଲା ‘ଦାନା’: ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ…

ଭଦ୍ରକ,୨୫ା୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ବାସୁଦେବପୁର ଚାନ୍ଦବାଲି ଅଞ୍ଚଳରେ ବିଭିନ୍ନ ସ୍ଥାନରେ ଗଛ ପଡ଼ି ଘର ଭାଙ୍ଗିବା ସହ ରାସ୍ତାରେ ଗଛ ପଡ଼ି ଅବରୋଧ ହୋଇଛି। ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀ ଗଛ କାଟି ସଫା...

ବାତ୍ୟା ପରେ ଏବେ ବନ୍ୟା ଆଶଙ୍କା, ଏସବୁ ଜିଲାରେ ଭୟଙ୍କର…

ଭୁବନେଶ୍ୱର,୨୫ା୧୦: ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ।...

ଓଡ଼ିଶା ସରକାରଙ୍କ ବାତ୍ୟା ପ୍ରସ୍ତୁତିର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ; ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି

ଭୁବନେଶ୍ୱର,୨୪।୧୦: ବାତ୍ୟା ଦାନା ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତୁତିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଓଡ଼ିଶାରେ ମାଡ଼ ହେବାକୁ ଥିବା ବାତ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ଯେଉଁଠି ଓଡ଼ିଶାର କେନ୍ଦ୍ରମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟ...

ଆସୁଛି ‘ଦାନା’: ଧାମରା-ଚାନ୍ଦବାଲିରେ ସ୍ଥିତି ଅନୁଧ୍ୟାନ କଲେ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ, ୨୪।୧୦(ସନାତନ ରାଉତ)- ଭଦ୍ରକ ଜିଲା ଧାମରାରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଥିବାରୁ ଚାନ୍ଦବାଲି, ଧାମରା, ବାସୁଦେବପୁର ଅଞ୍ଚଳକୁ ରାଜ୍ୟ ସରକାରଙ୍କ ସହ ଜିଲା ପ୍ରଶାସନ ଅଧିକ ଗୁରୁତ୍ୱ ଦେଉଛନ୍ତି । ରାଜ୍ୟ ସରକାରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri