Tag Archives: cyclone

ଓଡ଼ିଶାକୁ ବାତ୍ୟା ଭୟ: ୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବୁଧବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଗୁରୁବାର ଗଭୀର ଅବପାତ (ଡିପ୍‌ ଡିପ୍ରେସନ)ରେ ପରିଣତ ହେବ। ଏହାର…

ଓଡ଼ିଶା ଉପକୂଳ ଦେଇ ଯିବ ବାତ୍ୟା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୧୫ା୧୧: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଅବପାତରେ ପରିଣତ ହୋଇଛି। ଏହା କ୍ରମେ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ଅବପାତ କ୍ରମେ ଘନୀଭୂତ…

ବଙ୍ଗୋପସାଗର ରେ ସୃଷ୍ଟି ହେଲା ବାତ୍ୟା ହାମୁନ, ଜାଣନ୍ତୁ ଓଡ଼ିଶା ଉପରେ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୨୩।୧୦: ଶାରଦୀୟ ପୂଜା ସମୟରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ହାମୁନ’। ପଶ୍ଚିମକେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ଏହି ବାତ୍ୟା ହୋଇଥିବା ବେଳେ ଆଗାମୀ ୧୨ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା…

ସମୁଦ୍ରରେ ଯିବ ବାତ୍ୟା

ଭୁବନେଶ୍ୱର,୨୨ା୧୦(ଅନିଲ ଦାସ)ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ରବିବାର ଏହା ଉତ୍ତର-ପଶ୍ଚିମରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରି ଅଧିକ ଘନୀଭୂତ ହୋଇ…

ଆସୁଛି ବାତ୍ୟା ! ଆରବ ସାଗରରେ ସୃଷ୍ଟି ହେଉଛି ବାତ୍ୟା ସ୍ଥିତି, ରାସ୍ତା ବଦଳାଇ ଏହି ରାଜ୍ୟରେ ଧକ୍କା ହେବା ଆଶଙ୍କା

ନୂଆଦିଲ୍ଲୀ,୨୦।୧୦: ଆରବ ସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ୨୧ ଅକ୍ଟୋବରକୁ ବାତ୍ୟାର ନେବାର ସମ୍ଭାବନା ରହିଛି। ଚଳିତବର୍ଷର ଆରବ ସାଗରରେ ଦ୍ୱିତୀୟ ବାତ୍ୟା ହେବ। ଯଦି ଏହି ବାତ୍ୟା ସୃଷ୍ଟି ହୁଏ ତେବେ ନିୟମ ଅନୁଯାୟୀ ଏହାର ନାମ ‘ତେଜ’ ରହିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?