ବାତ୍ୟା ପୂର୍ବରୁ ସମୁଦ୍ର ଅଶାନ୍ତ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଧୀରେ ଧୀରେ ଗତି କରୁଛି। ମଙ୍ଗଳବାର ଏହା ଅବପାତ(ଡିପ୍ରେସନ)ରେ ପରିଣତ ହେବ । ୨୩ ତାରିଖରେ ପୂର୍ବ...