ସ୍ଥଳଭାଗ ଛୁଇଁଲା ‘ମୁରାସୁ’: ୧୨୦ କିମି ବେଗରେ ବହୁଛି ପବନ, ୫ ରାଜ୍ୟରେ ହାଇଆଲର୍ଟ
ଅମରାବତୀ,୩।୧୧: ଆନ୍ଧ୍ରପ୍ରଦେଶ ଉପକୂଳରେ ବାତ୍ୟା ‘ମୁରାସୁ’ର ପ୍ରଭାବ ଆରମ୍ଭ ହୋଇଛି। ଓଙ୍ଗୋଲ ନିକଟ ଦକ୍ଷିଣ ଉପକୂଳ ଅଞ୍ଚଳରେ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିଛି। ଏହାର ପ୍ରଭାବରେ ଚିରାଲା ଅଞ୍ଚଳରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ବେଗରେ…

