ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତାକାଲି ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ଭୁବନେଶ୍ୱର,୨୪।୧୧: ଦକ୍ଷିଣ ଆଣ୍ଡାମାନ୍ ସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତାକାଲି ସୁଦ୍ଧା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ସୋମବାରବେଳକୁ ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ...