୪ ତାରିଖରେ ଉପକୂଳ ଛୁଇଁବ ସମ୍ଭାବ୍ୟ ବାତ୍ୟା! ଜାଣନ୍ତୁ ଓଡ଼ିଶା ଉପରେ କ’ଣ ରହିବ ପ୍ରଭାବ ଭୁବନେଶ୍ୱର,୩୦।୧୧: ଆସୁଛି ବାତ୍ୟା ବଢୁଛି ଭୟ। ଆସନ୍ତା ସପ୍ତାହରେ ପୁଣି ଭାରତୀୟ ଉପକୂକଳ ଛୁଇଁବ ବାତ୍ୟା। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ-ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ...