ଭୟଙ୍କର ଘୂର୍ଣ୍ଣିଝଡ଼: ଉଡିଲା ଛପର-ନଦୀକୁ ପଶିଲା ଅଟୋ, ୨ମୃତ ବାରିପଦା/କରଞ୍ଜିଆ,୧୫ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ/କବିତା ମହାନ୍ତ): ରବିବାର ଅପରାହ୍ନ ସାଢେ ୪ଟାରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଳକ କଙ୍କଡା ଗ୍ରାମରେ କାଳବୈଶାଖୀର ଭୟଙ୍କର ତାଣ୍ଡବ ଦେଖାଯାଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ରୁ ଉର୍ଦ୍ଧ୍ବ ଲୋକ ଗୁରୁତର ଆହତ ହୋଇ…