ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩… ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ ବିସ୍ଫୋରଣ ହେବାପରେ ଅଗ୍ନିକାଣ୍ଡ ଘଟିଛି । ହେଲେ ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତି ଯାଇଛନ୍ତି…