LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ ସଂଘର୍ଷ ଯୋଗୁଁ ଯୋଗାଣ ବାଧାପ୍ରାପ୍ତ ହେବାର ଆଶଙ୍କା ଥିଲେ ମଧ୍ୟ ସରକାର କହିଛନ୍ତି…