DA ବୃଦ୍ଧିକୁ ନେଇ ବଡ଼ ଅପଡେଟ୍: ଜଣାପଡିଲା କାହିଁକି ହେଉଛି ଡେରି!
ନୂଆଦିଲ୍ଲୀ,୨୭।୧୦: କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମନରେ ଏବେ ଗୋଟିଏ ପ୍ରଶ୍ନ ଉଙ୍କି ମାରୁଛି ଜୁଲାଇ ୨୦୨୬ରୁ ଲାଗୁ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧି କେବେ ଘୋଷଣା ହେବ? ଦୀପାବଳି ପୂର୍ୱରୁ ରେଳବାଇ ତଥା ଅନ୍ୟ କେନ୍ଦ୍ରୀୟ କର୍ମଚାରୀଙ୍କ…

