ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି… ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଚିଣ୍ଟୁ ସାହୁ ଓ ସିତୁ ସ୍ବାଇଁ। ଘଟଣା ଅନୁଯାୟୀ, ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ମୁଖ୍ୟ…