ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଗୋକୁଲେଶ୍ୱର୍ ଓ କେରୋକୁଡ଼ା ଗ୍ରାମର ଦାଦନ…