ଲୋମ ଟାଙ୍କୁରି ଉଠିବ…ଟ୍ରେନ୍ରୁ ଉଠାଇ ନେଇ କରେଣ୍ଟ ଦେଲେ, ତେଲ ଢାଳି ଦିଆସିଲି ମାରିଦେଲେ ଦାଦନ… ଖଡ଼ିଆଳ,୧୬ା୧: ( ସୁଜିତ କୁମାର ପ୍ରଧାନ) : ନୂଆପଡ଼ା ଜିଲା ଖଡ଼ଆଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ରମିକଙ୍କ ପ୍ରତି ଦାଦନ ସର୍ଦ୍ଦାରର ବର୍ବରକାଣ୍ଡ ଦେଖିବାକୁ ମିଳିଛି । ଟ୍ରେନ୍ରୁ ଶ୍ରମିକକୁ ଉଠାଇ ନେଇ କରେଣ୍ଟ ଦେବା...