ନୟାଗଡ଼,୨୬।୧୧: ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ କଲେଜର…