ବଜ୍ରପାତରେ ପରମହଂସନାଥ ମନ୍ଦିର ଦଧିନଉତିରୁ ଖସିପଡ଼ିଲା ପଥର କଟକ ସଦର,୨୦ା୪(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ପରମହଂସନାଥ ମନ୍ଦିରରେ ଏକ ଅଘଟଣ ଘଟିଯାଇଛି। ରବିବାର ରାତିରେ ମନ୍ଦିର ଚୂଡ଼ାରେ ବଜ୍ରପାତ ହୋଇଥିଲା। ଯାହାଫଳରେ ଦଧିନଉତିରୁ ଗୋଟିଏ ପଥର ତଳେ ପଡ଼ିଯାଇ ଭାଙ୍ଗିଯାଇଥିଲା। ସୋମବାର ସକାଳେ ସେବାୟତମାନେ ମନ୍ଦିରକୁ…