ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାକୁ ହେଲେ ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରନ୍ତୁ… ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଦୃଢ଼ ରହିବା ନିହାତି ଦରକାର। ନ ହେଲେ ଆମ ଶରୀର ଅଧିକାଂଶ ସମୟ ରୋଗାକ୍ରାନ୍ତ ରହିବାର ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ ରଖିବାର ଏକ ସହଜ ତଥା ସରଳ ଉପାୟ ରହିଛି। ଯଦି…