ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ… ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ ବ୍ୟକ୍ତିଗତ ଠାକୁର ଘରେ ବୃ୍ଦ୍ଧାଙ୍କ ପ୍ରବେଶକୁ ବାରଣ କରିବା ସହିତ ତାଙ୍କୁ ଆକ୍ରମଣ…