କେନ୍ଦୁଝର-ସମ୍ବଲପୁର ଜିଲାପାଳଙ୍କୁ ମାନବାଧିକାର କମିଶନଙ୍କ ନୋଟିସ୍ କେନ୍ଦୁଝର,୨ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଡ୍ୟାମ୍ ଆଖପାଖ ଅଞ୍ଚଳରେ ରହୁଥିବା ଲୋକଙ୍କ ସୁରକ୍ଷାକୁ ନେଇ ଜାତୀୟ ମାନବାଧିକାର କମିଶନ କେନ୍ଦୁଝର ଓ ସମ୍ବଲପୁର ଜିଲାପାଳଙ୍କୁ ପଦକ୍ଷେପ ଗ୍ରହଣ କରିବାକୁ ଆଦେଶ କରିଛନ୍ତି। ବରିଷ୍ଠ ଆଇନଜୀବୀ ତଥା ମାନବାଧିକର କର୍ମୀ ରାଧାକାନ୍ତ ତ୍ରିପାଠୀଙ୍କ...