ନୂଆଦିଲ୍ଲୀ,୨୨।୫: ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସିନ୍ଧୁନଦୀ ଜଳ ଚୁକ୍ତି (ଆଇଡବ୍ଲ୍ୟୁଟି)କୁ ସ୍ଥଗିତ ରଖିଥିବାରୁ ପାକିସ୍ତାନ ବିଚଳିତ ହୋଇଯାଇଛି। ଏହାର ଜଳ ସୁରକ୍ଷା ବଢ଼ାଇବା ପାଇଁ ସ୍ବାତ୍…